ଦଶମରେ ଗଣିତ ନଥିଲେ ଯୁକ୍ତ୨ରେ ବିଜ୍ଞାନ, ବଣିଜ୍ୟ ପଢିପାରିବେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦଶମରେ ଗଣିତ ନଥିଲେ ମଧ୍ୟ ଯୁକ୍ତ୨ରେ ବିଜ୍ଞାନ ଓ ବଣିଜ୍ୟ ବିଭାଗରେ ପାଠ ପଢିପାରିବେ । ଏଣିକି କୌଣସି ପ୍ରକାର ଅସୁବିଧା ନାହିଁ। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର ଛାତ୍ରଛାତ୍ରୀଙ୍କୁ ପଢ଼ିବାକୁ ସୁଯୋଗ ମିଳିବ। ଯେଉଁ ଛାତ୍ରଛାତ୍ରୀ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ବେଳେ ବଞ୍ଚିତ ହୋଇଛନ୍ତି ସେମାନଙ୍କୁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକାରେ ସୁଯୋଗ ମିଳିବ।

ତେବେ ଯେଉଁ ଛାତ୍ରଛାତ୍ରୀ ଦଶମ ଶ୍ରେଣୀରେ ଗଣିତରେ ଫେଲ୍‌ ହୋଇଥିବେ ସେମାନେ ଏଭଳି ସୁଯୋଗରୁ ବଞ୍ଚିତ ହେବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ବିଶେଷଜ୍ଞ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଜାରି ହୋଇଥିବା ବିଜ୍ଞପ୍ତିରେ ସଂଶୋଧନ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ପୁଣିଥରେ ବିଜ୍ଞପ୍ତି ପ୍ରକାଶ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ