Masthead

ହୀରାକୁଦରେ ଖୋଲିଲା ଆଉ ୪ ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ । ବର୍ତ୍ତମାନ ସୁଦ୍ଧା ୧୨ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ତେବେ ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୮୩ ଫୁଟ୍ ରହିଛି ।

ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧, ୫୦, ୪୧୯ କ୍ୟୁସେକ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୨, ୨୦, ୪୧୮ କ୍ୟୁସେକ ଜଳ । ହୀରାକୁଦର ମୋଟ ଏବେ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା