Masthead

ୱାଶିଂଟନରେ ପହଞ୍ଚିଲେ ମୋଦି

ବଡ଼ ଖବର ବ୍ୟୁରୋ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଦିନିଆ ଆମେରିକା ଗସ୍ତରେ ଅଛନ୍ତି । ଏହା ମଧ୍ୟରେ ମୋଦି ୱାଂଶିଟନରେ ପହଞ୍ଚିଛନ୍ତି । ସେ ପହଞ୍ଚିଲା ବେଳକୁ ୱାଶିଂଟନରେ ପ୍ରବଳ ବର୍ଷା ହେଉଥିଲା । ଏହି କାରଣରୁ ମୋଦି ବିମାନ ମଧ୍ୟରୁ ଛତା ଧରି ବାହାରିଥିଲେ । ତାଙ୍କୁ ବିମାନବନ୍ଦରରେ ଆମେରିକା ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ତେବେ ପ୍ରଧାନମନ୍ତ୍ରୀ କ୍ୱାଡର ପ୍ରଥମ ସମ୍ମିଳନୀରେ ଯୋଗଦେବା ସହ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ ।

ଏହା ସହ ତାଙ୍କର ତିନି ଦିନିଆ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ବାଇଡେନ, ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ଏବଂ ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗାଙ୍କ ସହ କ୍ୱାଡ ଗ୍ରୁପ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ