Masthead

ଟିକାରେ ଏମିତି ରେକର୍ଡ, ମୃତକଙ୍କ ନାଁରେ ବି ଭ୍ୟାକସିନ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଟିକାକରଣ ରେକର୍ଡ ସୃଷ୍ଟି କରିଛି। ସେପ୍ଟେମ୍ବର ୧୭ରେ ୨.୫ କୋଟିରୁ ଅଧିକ ଡୋଜ୍‌ର ଟିକା ଲୋକମାନଙ୍କୁ ଦିଆଯାଇଥିଲା। ଗୋଟିଏ ଦିନରେ ଏତେ ସଂଖ୍ୟକ ଟିକା କେବେ ହେଲେ କୌଣସି ଦେଶରେ ଦିଆ ଯାଇନଥିଲା। ମୋଦିଙ୍କ ଜନ୍ମଦିନରେ ଏପରି ସଫଳତା ହାସଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟମାନେ ସବୁ ପ୍ରକାରର ବ୍ୟବସ୍ଥା କରିଥିଲେ। କିନ୍ତୁ ରେକର୍ଡ ସଂଖ୍ୟକ ଟିକାକରଣର ପ୍ରକୃତ ସତ୍ୟତାକୁ ନେଇ ପ୍ରଶ୍ନ ଉଠିଛି।

କାରଣ ରେକର୍ଡ ସଂଖ୍ୟକ ଟିକାକରଣ ଦିନ ମୃତକମାନଙ୍କୁ ମଧ୍ୟ ଟିକାର ଡୋଜ୍‌ ଦିଆଯାଇଥିବା ସେମାନଙ୍କ ପରିବାର ଲୋକଙ୍କୁ ମେସେଜ ଆସିଛି। ସେହିପରି ଟିକାର ଦ୍ୱିତୀୟ ଡୋଜ୍‌ ନେଇ ନଥିବା ଅନେକ ଲୋକଙ୍କ ପାଖରୁ ସେପ୍ଟେମ୍ବର ୧୭ରେ ସେମାନେ ଟିକା ନେଇଥିବା ଏସଏମଏସ୍‌ ଆସିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ