Masthead

ବିନା ଶିକ୍ଷକରେ ଚାଲିଛି ପାଠପଢା

ବିଞ୍ଝାରପୁର(ବଡ଼ ଖବର ବ୍ୟୁରୋ): ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ସରକାର । ଶିକ୍ଷକଙ୍କ ଅଭାବରୁ ପିଲାଙ୍କ ପାଠ ପଢା ବାଧାପ୍ରାପ୍ତ । ଏମିତି ଏକ ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବ୍ରଜସୁନ୍ଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ । ପିଲାଙ୍କ ଅଭିଯୋଗ ଅନୁଯାୟୀ ଦୀର୍ଘ ଦିନ ହେବ ଭୌତିକ ବିଜ୍ଞାନ ବିଭାଗରେ କୌଣସି ଶିକ୍ଷକ ନାହାଁନ୍ତି । ତେଣୁ ପିଲାଙ୍କ ପାଠ ପଢାରେ ବାଧା ସୃଷ୍ଟି ହୋଉଛି ।

ପିଲାମାନେ ବିନା ପାଠପଢ଼ାରେ କେମିତି ପରୀକ୍ଷା ଦେବେ ସେହି ଚିନ୍ତାରେ ଛାତ୍ରଛାତ୍ରୀ । ସରକାର କେବଳ ସ୍କୁଲ ଓ କଲେଜର ସୌନ୍ଦର୍ୟ୍ୟକରଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଶିକ୍ଷକ ପଦବୀ ପୂରଣ କରିବାରେ ସରକାର ବିଫଳ । ଏହି କଲେଜରେ ବିଜ୍ଞାନ ବିଭାଗରେ ପାଖାପାଖି ୧୦୦ ପିଲା ପାଠ ପଢୁଥିବା ବେଳେ ଶିକ୍ଷକ ନଥିବା ଘଟଣା ଏକ ନିନ୍ଦନୀୟ କଥା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ