Masthead

୨୫ରୁ ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଆଁମାରରେ ସୃଷ୍ଟି ହେଲା ଲଘୁଚାପ । ୨୫ରୁ ୩ ଯାଏଁ ପ୍ରବଳ ବର୍ଷିବ । ଲଘୁଚାପ ଆଣିପାରେ ବନ୍ୟା । ମିଆଁମାର୍‌ ୟାଙ୍ଗନ୍‌ ସହରର ଦକ୍ଷିଣ ଉପକୂଳ‌ରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ରାଜ୍ୟରେ ୩ ଦିନ ଧରି ବର୍ଷା ଲାଗିରହିବ। ଏହା ପ୍ରଭାବରେ ଆସନ୍ତା ୨୫ରୁ ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟ‌ର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ।

ଭୁବନେଶ୍ବର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୨୫ ତାରିଖ ଅପରାହ୍ନରୁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଯିବ। ୨୬ ତାରିଖ ଦିନ ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲା‌ରେ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ