Masthead

ଆଜି ମୋଦି-ବାଇଡେନଙ୍କ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ମୋଦି ଓ ରାଷ୍ଟ୍ରପତି ଜୋ ବାଇଡେନଙ୍କ ବୈଠକ । ମୋଦି ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ । ଦ୍ୱିପାକ୍ଷିକ ସମ୍ପର୍କ ସହ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଉଭୟ ନେତା ଆଲୋଚନା କରିବେ । କରୋନା ମହାମାରୀ ଓ ଆଫଗାନିସ୍ତାନରେ ତାଲିବାନର କବଜା ପରେ ଏହି ଗସ୍ତର ଗୁରୁତ୍ୱ ବଢିଯାଇଛି ।

ଏହି ଗସ୍ତ ବେଳେ ଭାରତ-ଆମେରିକା ଆହୁରି ନିକଟତର ହେବା ସହ ଚୀନର ଘେରାବନ୍ଦୀ ପାଇଁ କ୍ଷେତ୍ର ପ୍ରସ୍ତୁତ ହୋଇପାରେ । କ୍ୱାଡ ରାଷ୍ଟ୍ର ସମୁହର ବୈଠକରେ ମୋଦୀ, ଆତଙ୍କବାଦ ଓ କରୋନା ପ୍ରସଙ୍ଗ ଉଠାଇପାରନ୍ତି । ସେହିପରି ଜାତିସଂଘ ସାଧାରଣ ପରିଷଦ ବୈଠକରେ ଚୀନ୍ ବିରୋଧରେ କୂଟନୈତିକ ସହମତି ସୃଷ୍ଟି କରିପାରନ୍ତି ମୋଦୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ