Masthead

ମୋଦି-କମଳା ହାରିସଙ୍କ ମିଟିଂ

(ବଡ଼ ଖବର ବ୍ୟୁରୋ): ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ହ୍ୱାଇଟ ହାଉସରେ କମଳା ହାରିସଙ୍କୁ ଭେଟିଛନ୍ତି । ଆଲୋଚନା ବେଳେ ଆତଙ୍କବାଦୀ ପ୍ରସଙ୍କ ଉଠାଇଛନ୍ତି । କମଳା ହାରିସ କହିଛନ୍ତି ପାକିସ୍ତାନ ମାଟିରେ କେତେକ ଆତଙ୍କବାଦୀ ସଂଗଠନ ସକ୍ରିୟ ଅଛନ୍ତି । ଇସଲାମାବାଦ କାର୍ଯ୍ୟକଳାପ ଉପରେ ଆମେରିକା ନଜର ରଖିଛି ।

ତାଲିବାନ ସହ ପାକିସ୍ତାନର ସମ୍ପର୍କକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି। ବୈଠକରେ କୋଭିଡ, ଜଳବାୟୁ ପରିବର୍ତ୍ତନ, ଆତଙ୍କବାଦ, ସାଇବର ସୁରକ୍ଷା, ଅନ୍ତରିକ୍ଷ ସହ ଅନ୍ୟ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି । ଆଲୋଚନା ବେଳେ ଦୁନିଆରେ ଲୋକତନ୍ତ୍ର ବିପଦରେ ଥିବା କହିଛନ୍ତି କମଳା ହାରିସ । ଏହି ସ୍ଥିତିକୁ ସୁଧାରିବା ପାଇଁ ଭାରତ-ଆମେରିକା ଏକାଠି କାମ କରିବେ । ମୋଦି କମଳା ହାରିସଙ୍କୁ ଭାରତ ଆସିବା ପାଇଁ ମଧ୍ୟ ନିମନ୍ତ୍ରଣ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା