Masthead

୨୪ ଘଣ୍ଟାରେ ୫୩୯ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୧୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୩୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୯୦୮୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୮୬୬୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା