Masthead

କରୋନାମୟ ରାଜଭବନ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଡ଼ିଶା ରାଜଭବନ ଏବେ କରୋନାମୟ । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଏବେ ସୁସ୍ଥ ଥିଲେ ମଧ୍ୟ ରାଜଭବନର ବହୁ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟପାଳଙ୍କ ଲିଫ୍ଟ ମ୍ୟାନ ପୂର୍ବରୁ ଆକ୍ରାନ୍ତ ହୋଇଥିଲେ । ଏବେ ରାଜ୍ୟପାଳଙ୍କ ଏଡିସି, ରାଜ୍ୟପାଳଙ୍କୁ ଚିକିତ୍ସା କରୁଥିବା ଦୁଇ ଡାକ୍ତର, ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ, ରାଜଭବନର ତିନି ରୋଷେୟାଙ୍କ ସମେତ ଅନ୍ୟ ଜଣେ ଅଫିସର କରୋନା ଆକ୍ରାନ୍ତ ହୋଇଛନ୍ତି ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ରାଜଭବନର ଏହି କର୍ମଚାରୀମାନେ ରାଜ୍ୟପାଳଙ୍କ ସହ ସିଧାସଳଖ ସମ୍ପର୍କରେ ରହିଥାନ୍ତି । ତେଣୁ ରାଜ୍ୟପାଳ ପ୍ରଫେସର ଲାଲ ଏବେ ସଂଗରୋଧରେ ରହିଛନ୍ତି । ରାଜଭବନ ରୋଷେଇ ଘରେ ନିଯୁକ୍ତ ଅତିରିକ୍ତ ଦୁଇ ରୋଷେୟା ଏବେ ରୋଷେଇ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ