Masthead

ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯାଉଛନ୍ତି । ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି।

ଏହି ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ ହେବ । ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ