Masthead

ଆରମ୍ଭ ହେଲା ମୋଦି-ବାଇଡେନଙ୍କ ଦ୍ୱିପାକ୍ଷିକ ଆଲୋଚନା

ବଡ଼ ଖବର ବ୍ୟୁରୋ: ପ୍ରଥମଥର ପାଇଁ ମୋଦି ଓ ବାଇଡେନ ଏକାଠି ସାମ୍ନାକୁ ଆସିଛନ୍ତି । ଉଭୟ ନେତାଙ୍କ ମଧ୍ୟରେ ଏହା ହେଉଛି ପ୍ରଥମ ବୈଠକ । ଆମେରିକାର ହ୍ୱାଇଟ ହାଉସରେ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଜାରି ରହିଛି । ସେପଟେ ଉଭୟଙ୍କ ବୈଠକକୁ ନେଇ ସାରା ବିଶ୍ୱର ନଜର ରହିଛି ।

ମୁଖ୍ୟତଃ କରୋନା ଭାଇରସ, ଟୀକା ଉତ୍ପାଦନ, ଆତଙ୍କବାଦ ଏବଂ ଆଫଗାନିସ୍ତାନ ପ୍ରସଙ୍ଗରେ ଉଭୟ ନେତା ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଏହା ସହ ଉଭୟ ନେତା ପାରସ୍ପରିକ ହିତ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡିଛି । ଅନ୍ୟପଟେ ଜୋ ବାଇଡେନ ଆମେରିକାର ରାଷ୍ଟ୍ରପତି ହେବା ପରେ ମୋଦିଙ୍କର ଏହା ପ୍ରଥମ ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ