Masthead

ଶେଷରେ ଆଖିବୁଜିଛି ଗଜରାଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଫେଲ ମାରିଲା ଅପରେସନ ଗଜରାଜ । ମହାନଦୀର ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ଦନ୍ତାହାତୀ ଶେଷରେ ଆଖିବୁଜିଛି । ସ୍ରୋତରେ ଭାସିଯାଇ ଗଜରାଜ ନୂଆ ଶାସନ ନିକଟରେ ଲାଗିଥିବାର ସୂଚନା ମିଳିଥିଲା । ହେଲେ ବର୍ତ୍ତମାନ ହାତୀର କୌଣସି ପତ୍ତା ମିଳୁନଥିବାର ଖବର ସାମ୍ନାକୁ ଆସିଛି । ଏନେଇ ୩ଟି ଓଡ୍ରାଫ ଟିମ ଖୋଜାଖୋଜି ଜାରି ରଖିଛନ୍ତି ।

ଅନ୍ୟପଟେ ଅପରେସନ ଗଜରାଜ ଅତ୍ୟନ୍ତ ହୃଦୟବିଦାରକ ଥିଲା । ଏହି ଅପରେସନରେ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଥିବା ବେଳେ ନିଖୋଜ ଥିବା ଓଡ୍ରାଫ ସମସ୍ୟଙ୍କର ମଧ୍ୟ ମୃତ୍ୟୁ ଘଟିଛି । ସବୁଠାର ବିଡ଼ମ୍ବନାର ବିଷୟ ଯେ ଗଜରାଜକୁ ରକ୍ଷା କରିବା ପାଇଁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ୱେ ଗଜରାଜକୁ ଉଦ୍ଧାର କରିବାରେ ବିଫଳ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ