Masthead

ଅରିନ୍ଦମଙ୍କ ଶେଷକୃତ୍ୟ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ଲୀନ ହୋଇଛନ୍ତି ଓଡିଶାର ଦୁଃସାହସୀ ଯୁବ ସାମ୍ବାଦିକ ଅରିନ୍ଦମ ଦାସ । କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀ କୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଅପରିପକ୍ଷରେ ଅରିନ୍ଦମଙ୍କ ମୃତଦେହ ଭୋର ପ୍ରାୟ ୪ଟି ୨୦ ମିନିଟରେ ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ପହଞ୍ଚିଥିଲା ।

ଏହା ପରେ ଏକ ଶୋଭାଯାତ୍ରାରେ ଅରିନ୍ଦମଙ୍କ ପାର୍ଥିବ ଶରୀରକୁ ଶ୍ମଶାନ ଅଭିମୁଖେ ନିଆଯାଇଥିଲା । ଶୋକାକୂଳ ପରିବଶେରେ ଫାଟି ପଡ଼ିଥିଲା ପୂରା ପରିବେଶ । ଶେଷକୃତ୍ୟ ସମୟରେ ଶ୍ମଶାନରେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଓ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ସମେତ ଓଟିଭିର ବହୁ କର୍ମଚାରୀ ଓ ସ୍ଥାନୀୟ ଲୋକେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ