Masthead

ଆସୁଛି ବାତ୍ୟା !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶାକୁ ମାଡ଼ିଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅବପାତ ରୂପ ନେଇଛି । ୨୫ ତାରିଖ ଦିନ ୧୨ଟାରେ ଏହା ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ ବୋଲି ସୂଚନା ମିଳିଛି । ତେବେ ବାତ୍ୟାର ସର୍ବାଧିକ ପ୍ରଭାବ ୨୬ ଓ ୨୭ ତାରିଖରେ ଅନୁଭୂତ ହେବ । ୨୬ ତାରିଖ ସଂଧ୍ୟା ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ।

ଏହି ସମୟରେ ପବନର ବେଗ ୭୦ ରୁ ୮୦ କିଲୋମିଟର ରହିପାରେ । ପ୍ରବଳ ବର୍ଷା ଓ ବନ୍ୟାକୁ ଆଖି ଆଗରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ୨୭ ତାରିଖରେ ବାତ୍ୟା ଦୁର୍ବଳ ହୋଇ ପୁଣି ଅବପାତ ହେବ। ଏହାପରେ ମାଲକାନଗିରି ଦେଇ ଛତିଗଡ଼ ଅଭିମୁଖେ ଅଗ୍ରସର କରିବ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା