ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଧାନ ବିଚାରପତି

ପୁରୀ(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ ଥିବା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନ.ଭି ରମନ୍ନା ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ପାରମ୍ପରିକ ବେଶରେ ଜଷ୍ଟିସ ରମନ୍ନା ଓ ଅନ୍ୟ ଚାରିଜଣ ବିଚାରପତି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ୫ଟି ସଚିବ, ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା । ଅପରପକ୍ଷରେ ଗତକାଲି ସନ୍ଧ୍ୟାରେ ଜଷ୍ଟିସ ଏନ.ଭି. ରମନ୍ନା ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ।

ଏହା ପରେ ସେ ପୁରୀ ଆସିଥିଲେ । ପୁରୀରେ ପହଞ୍ଚିବା ପରେ ଜଷ୍ଟିସ ରମନ୍ନା ରାତିରେ ଶ୍ରୀମନ୍ଦିର ସମ୍ମୁଖକୁ ଆସି ଅନୁଧ୍ୟାନ କରିଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କଟକ ଯାଇ ଜଷ୍ଟିସ ରମନ୍ନା ନବନିର୍ମିତ ଆଇନ ସେବା ଭବନର ଉଦଘାଟନ କରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ