ବିରଜିତ ସିହ୍ନା ହେଲେ ପ୍ରଦେଶ କଂଗ୍ରେସର ସଭାପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଶକ୍ତିଶାଳୀ ବିରୋଧୀ ଦଳ ହେବା ପାଇଁ କଂଗ୍ରେସ ଅନେକ ରଣନୀତି ଆରମ୍ଭ କରିଦେଇଛି । ଏନେଇ କେତେବେଳେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରୁଥିବାବେଳେ ଆଉ କେତେବେଳେ ଛୋଟ ଦଳ ସହ ମେଣ୍ଟ କରୁଥିବାର କଥା ସାମ୍ନାକୁ ଆସିଛି । ଏହା ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ତ୍ରିପୁରା ୟୁନିଟକୁ ନେଇ ବଡ଼ ଘୋଷଣା କରିଛନ୍ତି ।

ତେବେ ବିରଜିତ ସିହ୍ନାଙ୍କୁ ତ୍ରିପୁରା ୟୁନିଟର କଂଗ୍ରେସ ମୁଖ୍ୟ ଭାବରେ ଘୋଷଣା କରିଛନ୍ତି । କେବଳ ଏତିକି ନୁହେଁ ବରଂ ତ୍ରିପୁରା ୟୁନିଟ ପାଇଁ ମହମ୍ମଦ ବିଲାଲ ମିଆ, ପ୍ରଫେସର ମାଣିକ ଦେବ, ସୁଶାନ୍ତ ଚକ୍ରବର୍ତ୍ତୀ, ପୁର୍ଣ୍ଣିତା ଚକମା ଏବଂ ଡକ୍ଟର ପ୍ରଦୀପ ଭରଦଙ୍କୁ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ନିଯୁକ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ