Masthead

ଜାତିସଂଘ ସାଧାରଣ ସଭାରେ ଉଠିଲା କାଶ୍ମୀର ପ୍ରସଙ୍ଗ

ବଡ଼ ଖବର ବ୍ୟୁରୋ: କାଶ୍ମୀର ଭାରତରେ ମିଶିବା ପରେ ପାକିସ୍ତାନର ନିଦ ହଜିଯାଇଛି । ଏପରିକି ସୁଯୋଗ ପାଇଲେ ପାକିସ୍ତାନ ବିଭିନ୍ନ ଦେଶମାନଙ୍କ ସମ୍ମୁଖରେ କାଶ୍ମୀର ପ୍ରସଙ୍ଗ ଉଠାଇବା ପାଇଁ ମଧ୍ୟ ପଛେଇନଥାଏ । ଏହା ମଧ୍ୟରେ ପୁଣି ପାକିସ୍ତାନ କାଶ୍ମୀର ପ୍ରସଙ୍ଗକୁ ବିଶ୍ୱ ଆଗରେ ଉଠାଇଛି । ତେବେ ମିଳିତ ଜାତିସଂଘର ସାଧାରଣ ସଭାରେ ପାକିସ୍ତାନ ମୁଖ୍ୟମନ୍ତ୍ରୀ ଇମ୍ରାନ ଖାନ କାଶ୍ମୀର ପ୍ରସଙ୍ଗ ପୁଣିଥରେ ଉଠାଇଛନ୍ତି । ହେଲେ ଏଥର ପାକିସ୍ତାନକୁ କଡ଼ା ଜବାବ ଦେଇଛନ୍ତି ଭାରତର ପ୍ରଥମ ସଚିବ ସ୍ନେହା ଦୁବେ ।

ବାରମ୍ବାର ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତର ଆଭ୍ୟନ୍ତରୀଣ ବ୍ୟାପାରକୁ ବିଶ୍ୱସ୍ତରରେ ଆଣିବାକୁ ଚେଷ୍ଟା କରିଛନ୍ତି । ଏବଂ ମିଥ୍ୟା ପ୍ରଚାର କରି ଭାରତର ପ୍ରତିଛବିକୁ ସାରା ବିଶ୍ୱ ଆଗରେ ଖରାପ କରିବାକୁ ଚେଷ୍ଟା କରୁଛନ୍ତି । ଏପରି କରି ମିଳିତ ଜାତିସଂଘର ପ୍ଲାଟଫର୍ମକୁ ପାକିସ୍ତାନ ଅପବ୍ୟବହାର କରିଛି । କେବଳ ଏତିକି ନୁହେଁ ବରଂ କାଶ୍ମୀର ଭାରତର ଅବିଚ୍ଛେଦ ଅଙ୍ଗ ଥିଲା ଏବଂ ରହିବ । ଏହା ସହ ବେଆଇନ ଭାବରେ ଅଧିକୃତ କରିଥିବା ଅଞ୍ଚଳକୁ ପାକିସ୍ତାନ ତୁରନ୍ତ ଖାଲି କରୁ ବୋଲି ସ୍ନେହା ଦୁବେ ଇମ୍ରାନ ଖାନଙ୍କୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି