Masthead

ଆଜି ମାଓ ଦମନ ରଣନୀତି ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀରେ ମାଓ ଦମନ ରଣନୀତି ବୈଠକ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଯୋଗଦେବେ ୧୦ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ମାଓ ମୁକାବିଲା ପାଇଁ ଓଡ଼ିଶାର ଫୋକସ୍ କ’ଣ ରହିବ? କେଉଁ କ୍ଷେତ୍ରକୁ ଅଧିକ ଗୁରୁତ୍ବ ଦିଆଯିବ? ମାଓ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି କ’ଣ ରହିବ? ଏହା ଉପରେ ବିଶେଷ ଆଲୋଚନା ହୋଇପାରେ ।

ତେବେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ଓଡ଼ିଶାର ସୀମାନ୍ତବର୍ତ୍ତୀ ରାଜ୍ୟକୁ ଲାଗି ରହିଥିବା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ାର ଦୁର୍ଗମ ମାଓ ଉପଦ୍ରୁତ ଅଞ୍ଚଳରେ ଯୋଗାଯୋଗ ଉପରେ ଫୋକସ୍ କରାଯିବ। ଏହି ଅଞ୍ଚଳରେ ରାସ୍ତା ନିର୍ମାଣ ସହ ଅଧିକରୁ ଅଧିକ ମୋବାଇଲ ଟାଓ୍ଵାର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି ରଖିପାରନ୍ତି। ମାଲକାନଗିରି, ନବରଙ୍ଗପୁରରେ ରେଳପଥ ନିର୍ମାଣ ପାଇଁ ମଧ୍ୟ ଦାବି ଉଠିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା