Masthead

ଗଞ୍ଜାମ ମୁହାଁ ‘ଗୁଲାବ’

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆସୁଛି ବାତ୍ୟା ଗୁଲାବ । ଘଣ୍ଟା ପ୍ରତି ବେଗ ୭ କିମି । ସନ୍ଧ୍ୟା ସୁଦ୍ଧା କଳିଙ୍ଗପଟ୍ଟନମରୁ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଳ କରିବ । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ପବନର ବେଗ କମ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଗଜପତି, ଗଞ୍ଜାମ ଜିଲ୍ଲାରେ ଝିପଝିପ ବର୍ଷା ଆରମ୍ଭ ହୋଇଛି ।

ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ସମୁଦ୍ର ଭିତରେ ବାତ୍ୟା ଏବେ ଘଣ୍ଟା ପ୍ରତି ୭କିଲୋମିଟର ବେଗରେ ଉତରପଶ୍ଚିମ ଦିଗରେ ଗତି କରୁଛି । ଏହା ଗୋପାଳପୁରଠାରୁ ୩୧୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୪୪୦ କିଲୋମିଟର ଦୂର ପୂର୍ବରେ ରହିଛି । ରବିବାର ଦିନ ୭ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି