Masthead

ମହାନଦୀ ବ୍ରିଜରୁ ଡେଇଁ ପଡ଼ିଲେ ଲ୍ୟାବ ଆସିଷ୍ଟାଣ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାଦନୀ ବ୍ରିଜରୁ ଜଣେ ଲ୍ୟାବ ଆସିଷ୍ଟାଣ୍ଟ ତଳକୁ ଡେଇଁ ପଡ଼ିଛନ୍ତି । କଟକ ଶିଖରପୁର ନିକଟ ମହାନଦୀ ବ୍ରିଜରୁ ନଦୀକୁ ଡେଇଁପଡିଥିବାର ସୂଚନା ମିଳିଛି । ତାଙ୍କ ନାମ ଦେବାଶିଷ ଦାସ ହୋଇଥିବାବେଳେ ତାଙ୍କ ଘର ଚାଉଳିଆଗଞ୍ଜ ବୋଲି ଜଣାପଡ଼ିଛି । ଭୁବନେଶ୍ୱରର ଏକ କଲେଜରେ ଲ୍ୟାବ ଆସିଷ୍ଟାଣ୍ଟ ଭାବରେ ସେ କାର୍ଯ୍ୟ କରୁଥିଲେ ।

ଅପରପକ୍ଷେ ଦେବାଶିଷ ଆଜି ଚାଉଳିଆଗଞ୍ଜ ସ୍ଥିତ ଘରୁ ଟାଙ୍ଗୀ ଅଭିମୁଖେ କାରରେ ଯାଉଥିଲେ । ମହାନଦୀ ବ୍ରିଜରେ ସେ ହଠାତ କାରକୁ ଅଟକାଇଥିଲେ । କାର ଅଟକିବା ପରେ ସେ ହଠାତ ନଦୀକୁ ଡେଇଁ ପଡିଥିଲେ । ତେବେ ସୂଚନା ପାଇ ପୁଲିସ ଘଟଣାସ୍ଥରେ ପହଞ୍ଚିଛି । ଏହା ସହିତ ନିଖୋଜ ଲ୍ୟାବ ଆସିଷ୍ଟାଣ୍ଟଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରାଯାଇଛି । ହେଲେ ବର୍ଷା ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ