Masthead

ବାହୁଡିଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତିନି ଦିନିଆ ଆମେରିକା ଗସ୍ତ ପରେ ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କର ବିମାନ ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିଥିଲା । ଯେଉଁଠାରେ ତାଙ୍କୁ ସ୍ୱାଗତ କରିବାକୁ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ଥିଲେ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ତିନି ଦିନିଆ ଆମେରିକା ଗସ୍ତରେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଳା ହ୍ୟାରିସଙ୍କ ସମେତ ଅନେକ ବଡ ନେତାଙ୍କୁ ଭେଟିଥିଲେ ।

କେବଳ ଏତିକି ନୁହେଁ ବରଂ ଯାତ୍ରା ଶେଷ ହେବା ଗୋଟିଏ ଦିନ ପୂର୍ବରୁ ସେ ମିଳିତ ଜାତିସଂଘର ସାଧାରଣ ସଭାର ୭୬ତମ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ