Masthead

୯୦ କିଲୋମିଟର ଦୂରରେ ଗୁଲାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଧୀରେ ଧୀରେ ଗୋପାଳପୁର ନିକଟତର ହେଉଛି ବାତ୍ୟା ଗୁଲାବ । ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗକୁ ୯୦ଶହ କିଲୋମିଟର ଦୂରରେ ରହିଛି । ତେବେ ପାଣିପାଗ ବିଭାଗର ସୂଚନାଅନୁସାରେ ଆଜି ୬ଟାରୁ ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ତେବେ ମଧ୍ୟ ରାତ୍ରି ସୁଦ୍ଧା ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବ । ସେହିପରି କଳିଙ୍ଗପଟ୍ଟନମର ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ ୧୦୫ କିଲୋମିଟର ଦୂରରେ ରହିଛି ଗୁଲାବ । ଘଣ୍ଟା ପ୍ରତି ୨୪ କିଲୋମିଟର ବେଗରେ ସ୍ଥଳଭାଗକୁ ମାଡ଼ିଆସୁଛି ବାତ୍ୟା ।

ଆଞ୍ଚଳିକ ପାଣିପାଗ ବିଭାଗର ସୂଚନାନୁସାରେ ଲ୍ୟାଣ୍ଡଫଲ ପ୍ରଭାବରେ ପବନର ବେଗ ୭୫ରୁ ୮୫ କିଲୋମିଟର ରହିବ । ସମୟ ସମୟରେ ୯୫ କିଲୋମିଟର ବେଗରେ ଝଟକା ଅନୁଭୂତ ହେବ । ଏହାର ପ୍ରଭାବରୁ ଗଜପତି ଓ ଗଂଜାମ ଉପରେ ପବନର ବେଗ ଅଧିକ ରହିବ । ଗୋପାଳପୁର ବନ୍ଦର ପାଇଁ ବିପଦ ସଂକେତ ୭, ପୁରୀ ପାଇଁ ବିପଦ ସଂକେତ ୬ ଓ ପାରାଦ୍ୱୀପ ଏବଂ ଧାମରା ବନ୍ଦର ଗୁଡିକ ପାଇଁ ବିପଦ ସଂକେତ ୩ ଜାରି କାରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ