Masthead

ସଂଧ୍ୟା ୬ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମାଡି ଆସୁଛି ବାତ୍ୟା ଗୁଲାବ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଉପକୂଳକୁ ମାଡି ଆସୁଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ , ଆଜି ସଂଧ୍ୟା ୫ଟା ସୁଦ୍ଧା ଏହା ଗୋପ।ଳପୁରଠୁ ୯୫ କିମି ଓ ଆନ୍ଧ୍ରର କଳିଙ୍ଗପଟ୍ଟନମ ଠାରୁ ୮୫ କିମି ଦୂରରେ ରହିଛି । ଗତ ୩ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୨୫ କିମି ବେଗରେ ଅଗ୍ରସର ହେଉଛି । ତେବେ ସଂଧ୍ୟା ୬ଟାରୁ ଗୁଲାବ ଲ୍ୟାଣ୍ଡ ଫଲ କରିବ । ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ଘଣ୍ଟାକୁ ୭୫ରୁ ୮୫ କିଲୋମିଟର ରହିବା ନେଇ ସୂଚନା ।

ସେପଟେ ରାଜ୍ୟର ୧୧ଟି ଜିଲ୍ଲାରେ ବାତ୍ୟା ଗୁଲାବର ପ୍ରଭାବ ପଡିପାରେ । ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ,କନ୍ଧମାଳ ଓ କଳାଣ୍ଡିରେ ପ୍ରଭାବ ପକାଇବା ନେଇ ସୂଚନା । ଏ ନେଇ ୧୧ଟି ଜିଲ୍ଲାପାଳଙ୍କ ସହିତ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ