Masthead

ଗୁଲାବକୁ ନେଇ ନବୀନଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଲୋଚନା । ସମ୍ଭାବ୍ୟ ବାତ୍ୟା ନେଇ ଉଭୟ କରିଛନ୍ତି ଆଲୋଚନା । ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରତିଶୃତି ଦେଲେ ମୋଦି । ଏହା ସହ ପ୍ରଧାନମନ୍ତ୍ରୀ ସଭିଙ୍କ ନିରାପତା ଓ ସୁରକ୍ଷା କାମନା କରିଥିବାର ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ।

ଅନ୍ୟପଟେ ସନ୍ଧ୍ୟା ୬ଟାରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ଗୁଲାବ । ଘଣ୍ଟାପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଗୁଲାବ । ଲ୍ୟାଣ୍ଡଫଲ ପ୍ରଭାବରେ ପବନରେ ବେଗ ୭୫ରୁ ୮୫ କିଲୋମିଟର ରହିଛି । ବିଶେଷ କରି ଗଜପତି ଓ ଗଞ୍ଜାମ ଉପରେ ପବନର ବେଗ ଅଧିକ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ