Masthead

୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ଭୁବନେଶ୍ୱର(ବଡ଼ ମଖବର ବ୍ୟୁରୋ):  ଆରମ୍ଭ ହେଲା ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସଂଧ୍ୟା ୬ଟାରୁ ବାତ୍ୟା ‘ଗୁଲାବ’ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ କରିବା ନେଇ ପୂର୍ବରୁ ସୂଚନା ଦେଇଥିଲା ପାଣିପାଗ ବିଭାଗ । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୩ ଘଣ୍ଟା ଧରି ଚାଲିବ ।

କଳିଙ୍ଗପଟ୍ଟନମଠାରୁ ୨୫ କିମି ଦୂରରେ ଏହା ଉପକୂଳ ଅତିକ୍ରମ କରିବ । ତେବେ ପୂର୍ବ ଆକଳନ ଅନୁଯାୟୀ, ବାତ୍ୟା ଗୁଲାବ ଉପକୂଳ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ ରୁ ୮୫ ରହିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍