Masthead

୧୨ ଜିଲ୍ଲାରେ ଏକକାଳୀନ ସେରୋ ସର୍ଭେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୧୨ ଜିଲ୍ଲାରେ ଏକକାଳୀନ ସେରୋ ସର୍ଭେ । ୭୩.୫ ପ୍ରତିଶତ ଲୋକଙ୍କ ଶରୀରରେ କୋଭିଡ ଆଣ୍ଟିବଡ଼ି ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଓ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ କଅମେ ରାଜ୍ୟର ୧୨ ଜିଲ୍ଲାରୁ ୬ ହଜାର ସାମ୍ପୁଲ ସଂଗ୍ରହ କରାଯାଇ ସେରୋ ସର୍ଭେ କରାଯାଇଥିଲା ।

ଯେଉଁଥିରେ ଉଭୟ ଗୋଷ୍ଠୀ ଓ ଆଗଧାଡ଼ିର କୋଭିଡ଼ ଯୋଦ୍ଧା ସ୍ୱାସ୍ଥ୍ୟ କର୍ମୀଙ୍କ ଠାରୁ ସାମ୍ପୂଲ ସଂଗ୍ରହ କରାଯାଇଥିଲା । ଏହି ସେରୋ ସର୍ଭେରେ ମୋଟ ୭୩.୫ ପ୍ରତିଶତ ଲୋକଙ୍କ ପାଖରେ କୋଭିଡ଼ ଆଣ୍ଟିବଡ଼ି ଥିବା ଦେଖିବାକୁ ମିଳିଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୮୧% ଲୋକଙ୍କ ଠାରେ ଆଣ୍ଟବଡି ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ