Masthead

ଚନ୍ନୀଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଚଣ୍ଡିଗଡ଼(ବଡ଼ ଖବର ବ୍ୟୁରୋ): ପଞ୍ଜାବର ନୂଆ କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଆରମ୍ଭ ହୋଇଛି । ଶପଥ ଗ୍ରହଣ ପୂର୍ବରୁ ମନ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରାଯାଇଥିଲା । ତେବେ ଫତେହଗଡ଼ ସାହିବର ବିଧାୟକ କୁଲଜିତ ସିଂହ ନାଗରାଙ୍କ ସ୍ଥାନରେ ଅମଲୋହର ବିଧାୟକ କାକା ରଣଦୀପଙ୍କ ନାମ ସାମିଲ କରାଯାଇଛି ।

ବହୁ ବିରୋଧ ପରେ ବି ରାଣା ଗୁରଜିତ ସିଂହ ମନ୍ତ୍ରୀ ପଦର ଶପଥ ନେଇଛନ୍ତି । ଅନ୍ୟପଟେ ଶପଥ ଗ୍ରହଣ ପୂର୍ବରୁ ରାଣାଙ୍କୁ ବିରୋଧ କରି ୬ ଜଣ ବିଧାୟକ ନବଜୋତ ସିଂହ ସିଦ୍ଧୁଙ୍କୁ ଚିଠି ଲେଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ