Masthead

ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲ ପ୍ରତ୍ୟାହାରକୁ ନେଇ ଦିନକୁ ଦିନ ସାରା ଦେଶରେ ବିରୋଧ ପ୍ରଦର୍ଶନ ବଢିବାରେ ଲାଗିଛି । ଏହା ମଧ୍ୟରେ କୃଷକ ସଙ୍ଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡ଼ାକରା ଦିଆଯାଇଛି । ସକାଳ ୬ ଟାରୁ ଭାରତ ବନ୍ଦ ଡ଼ାକରା ଦିଆଯାଇଥିବାବେଳେ ଏହା ଅପରାହ୍ନ ୪ଟି ପର୍ଯ୍ୟନ୍ତ ଚାଲିବ ।

ଓଡ଼ିଶାରେ ଏହାକୁ କଂଗ୍ରେସ, ବାମ ଦଳ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଙ୍ଗଠନ, ସାମାଜିକ ସଙ୍ଗଠନ ସମର୍ଥନ ଦେଇଛନ୍ତି । ଆଜି ବନ୍ଦ ଡକାରା ବେଳେ ଶାନ୍ତିପୂର୍ଣ୍ଣ ଭାବେ ବିରୋଧ ପ୍ରଦର୍ଶନ କରାଯିବ ବୋଲି ମୋର୍ଚ୍ଚା ପକ୍ଷରୁ କୁହାଯାଇଛି । ଅନ୍ୟପଟେ ଦୀର୍ଘ ୧୦ ମାସ ଧରି କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ଚାଷୀମାନେ ବିରୋଧ କରିଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ