ପିପିଲି ବିଜେପି ଅଫିସରେ ବୋମାମାଡ଼

ନିମାପଡ଼ା(ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ପିପିଲିରେ ହିଂସା । ଉପନିର୍ବାଚନକୁ ମାତ୍ର ୨ ଦିନ ଥିବାବେଳେ ପିପିଲି ବିଜେପି କାର୍ଯ୍ୟାଳୟରେ ବୋମାମାଡ଼ କରି କାର୍ଯ୍ୟାଳୟକୁ ପୋଡ଼ିବାକୁ ଦୁର୍ବୃତ୍ତ ଉଦ୍ୟମ କରିଛନ୍ତି । ଦୁବୃର୍ତ୍ତମାନେ ପିପିଲି ସାତଶଙ୍ଖ ବିଜେପି କାର୍ଯ୍ୟାଳୟ ପୋଡିବା ସହ ବିଅର ବୋତଲରେ ପେଟ୍ରୋଲ ପୁରାଇ ମାଡ଼ କରିଥିଲେ ।

ଫଳରେ ନିଆଁ ଲାଗିଯାଇଥିଲା । ବିଜେପି କର୍ମୀମାନେ ନିଆଁକୁ ଆୟତ୍ତ କରିଥିଲେ । ଯାହା ଫଳରେ ଏକ ବଡ଼ ଧରଣର ବିପଦ ଟଳି ଯାଇଥିଲା । ନିର୍ବାଚନ ପାଖେଇ ଆସୁଥିବା ବେଳେ ଏପରି ଘଟଣାକୁ ବିଜେପି ନେତାମାନେ ତୀବ୍ର ନିନ୍ଦା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!