Masthead

ପରମବୀର ସିଂହଙ୍କ ବିରୋଧରେ ଆଉ ଏକ ମାମଲା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇର ପୂର୍ବତନ କମିଶନର ପରମବୀର ସିଂହଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏହା ମଧ୍ୟରେ କୋପ୍ରି ପୁଲିସ ଷ୍ଟେସନରେ ପରମବୀର ସିଂହଙ୍କ ବିରୋଧରେ ପୁଣି ଆଉ ଏକ ମାମଲା ରୁଜୁ ହୋଇଛି ।

ତାଙ୍କ ସହ ଡିସିପି ପରାଗ ମାନରେ, ବିଲ୍ଡର ସଞ୍ଜୟ ପୁନାମିଆ, ବ୍ୟବସାୟୀ ସୁନୀଲ ଜୈନ ଏବଂ ତିନି ଜଣ ଅଧିକାରୀଙ୍କ ବିରୋଧରେ ଚୋରା ଚାଲାଣର ମାମଲା ରୁଜୁ ହୋଇଛି । ଏହା ସହ ମାମଲାର ତଦନ୍ତ ସିଆଇଡିକୁ ହସ୍ତାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼