Masthead

ଇଡିର ପଚରାଉଚରା ସମୟରେ ଅସୁସ୍ଥ ହୋଇପଡ଼ିଲେ ଶିବସେନା ନେତା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ସି.ଟି କୋଅପରେଟିଭ ବ୍ୟାଙ୍କ ଠକେଇ ମାମଲାରେ ଶିବସେନା ନେତାଙ୍କ ଅଡ଼ୁଆ ବଢିବାରେ ଲାଗିଛି । ଏନେଇ ଅମ୍ରାବତୀର ପୂର୍ବତନ ଶିବସେନା ସାଂସଦ ଆନନ୍ଦରାଓ ଆଡସୁଲ ଏବଂ ତାଙ୍କ ପୁଅ ଅଭିଜିତ ଆଡସୁଲଙ୍କୁ ମୁମ୍ବାଇର ଇଡି କାର୍ଯ୍ୟାଳୟରେ ପଚରାଉଚରା ପାଇଁ ଡ଼କା ଯାଇଥିଲା ।

ହେଲେ ଆନନ୍ଦରାଓ ଇଡି ଆଗରେ ହାଜର ହୋଇନଥିଲେ । ଏହା ପରେ ଇଡି ଅଧିକାରୀମାନେ ଆନନ୍ଦରାଓଙ୍କ କାଣ୍ଡିଭାଲି ବାସଭବନରେ ପହଞ୍ଚି ଉଭୟଙ୍କୁ ପଚରାଉଚରା ଆରମ୍ଭ କରିଥିଲେ । ପଚରାଉଚରା ସମୟରେ ହଠାତ ଆନନ୍ଦରାଓଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିଯାଇଥିଲା ଏବଂ ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ