Masthead

୨୫ କୋଟି ଟଙ୍କାର ସମ୍ପତ୍ତିକୁ ବିକ୍ରି କରିଥିଲେ ମହନ୍ତ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି । ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏ ସମସ୍ତ ଘଟଣାକୁ ସିବିଆଇ ଯାଞ୍ଚ କରୁ ବୋଲି ଦାବି କରିଥିଲେ । ଅନ୍ୟପଟେ କିଛି ଦିନ ପୂର୍ବରୁ ମହନ୍ତ ନରେନ୍ଦ୍ର ଗିରି ୨୫ କୋଟି ଟଙ୍କାର ସମ୍ପତ୍ତି ବିକ୍ରି କରିଥିବାର କଥା ସାମ୍ନାକୁ ଆସିଛି ।

ତେବେ ଏଥିରେ କେତେ ମାତ୍ରାରେ ସତ୍ୟତା ଅଛି ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ ବୋଲି ସାକ୍ଷୀ ମହାରାଜ କହିଛନ୍ତି । ଏହା ସହ କେବଳ ସିବିଆଇ ହିଁ ସମସ୍ତ ଘଟଣାର ଯାଞ୍ଚ କରି ସତ୍ୟକୁ ସାମ୍ନାକୁ ଆଣିବ ବୋଲି ସାକ୍ଷୀ ମହାରାଜ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ