Masthead

ଆୟୁଷ୍ମାନ ଭାରତ ଡିଜିଟାଲର ଶୁଭାରମ୍ଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ । ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ । ୨୦୨୦ ଅଗଷ୍ଟ ୧୫ ତାରିଖରେ ଲାଲକିଲ୍ଳାର ପ୍ରାଚୀର ଉପରୁ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ପାଇଲଟ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଥିଲେ ।

ସମ୍ପ୍ରତି ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଏକ ପାଇଲଟ ପ୍ରକଳ୍ପ ଭାବେ ୬’ଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ୟ୍ୟକାରୀ ହେଉଛି। ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ବା ଏନଏଚଏ ଏହାର ପ୍ରତିଷ୍ଠାର ତୃତୀୟ ବର୍ଷ ପୂର୍ତ୍ତିପାଳନ କରିବା ଅବସରରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଦେଶବ୍ୟାପୀ କାର୍ୟ୍ୟକାରୀ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ