Masthead

୨୯ରୁ ଯୁକ୍ତ୨ ନାମଲେଖା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୯ରୁ ଯୁକ୍ତ୨ ନାମଲେଖା । ଯୁକ୍ତ ୨ ନାମ ଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ବା ମେଧା ତାଲିକା ସୋମବାର ପ୍ରକାଶ ପାଇଛି । ମୋଟ ୫୪,୬୩୩ ଛାତ୍ରଛାତ୍ରୀ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୨୫,୭୮୭ ଛାତ୍ରୀ ଥିବାବେଳେ ୨୮,୮୪୪ ଜଣ ଛାତ୍ର ରହିଛନ୍ତି ।

କଳାରେ ୪୦,୮୭୧ ଜଣ , ବାଣିଜ୍ୟରେ ୨,୬୪୪, ବିଜ୍ଞାନରେ ୧୦,୩୮୨,ଧନ୍ଦାମୂଳକ ଶିକ୍ଷାରେ ୪୬୭ ଏବଂ ସଂସ୍କୃତରେ ୨୬୯ ଜଣ ଚୟନ ହୋଇଛନ୍ତି । ତେବେ ଦ୍ୱିତୀୟ ପର୍ଯ୍ୟାୟରେ କଟଅଫ ମାର୍କରେ କଳା, ବାଣିଜ୍ୟ, ଓ ବିଜ୍ଞାନରେ କଟକ ରେଭେନଶା ଉଚ୍ଚ ମାଧ୍ୟମିକ ସ୍କୁଲ ଆଗରେ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ