Masthead

ବଳଙ୍ଗା ଥାନାରେ ବିସ୍ଫୋରଣ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ । ବିସ୍ଫୋରଣରେ ମାଟିରେ ମିଶିଲା ବଳଙ୍ଗା ଥାନା । ବିଳମ୍ବିତ ରାତିରେ ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ । ବିସ୍ଫାରଣର କାରଣ ଅସ୍ପଷ୍ଟ । ଭୁଶୁଡିଲା  ଥାନାର ଛାତ । ଗୃହ ଭିତରେ ରହିଛି ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ସମେତ କମ୍ପ୍ୟୁଟର ଟେବୁଲ ଚେୟାର। ପିପିଲି ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି ।

ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଏସଡିପିଓ କହିଛନ୍ତି । ଥାନାରେ ଜବତ ହୋଇ ରହିଥିବା ବାଣ କିମ୍ବା ବ୍ୟବହାର ହେଉଥିବା ବ୍ୟାଟେରୀ ବିସ୍ଫୋରଣ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି । ବଶେଷ କ୍ଷତି ହୋଇନଥିବା ବେଳେ ଆଖ ପାଖ ଗ୍ରାମବାସୀ ଭୟଭୀତ ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି