Masthead

୨୪ ଘଣ୍ଟାରେ ୫୬୫ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !