Masthead

ସମସ୍ତ ବଳିଦାନ ପାଇଁ ପ୍ରସ୍ତୁତ !

ଚଣ୍ଡିଗଡ଼(ବଡ଼ ଖବର ବ୍ୟୁରୋ): ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ସିଦ୍ଧୁ ଇସ୍ତଫା ଦେବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ସରଗରମ ହୋଇଉଠିଛି । ଏହା ମଧ୍ୟରେ ଇସ୍ତଫା ଦେବା ପରେ ପ୍ରଥମଥର କରି ମୁହଁ ଖୋଲିଛନ୍ତି ନବଜୋତ ସିଂହ ସିଦ୍ଧୁ । ଏନେଇ ସେ ଏକ ଭିଡିଓ ଜାରି କରିଥିବାର ମଧ୍ୟ ଦେଖିବାକୁ ମିଳିଛି । ତେବେ ଅଧିକାର ଓ ସତ ପାଇଁ ଜୀବନ ଥିବା ପର୍ଯ୍ୟନ୍ତ ଲଢିବି । ମୋର କାହା ସହ କୌଣସି ବ୍ୟକ୍ତିଗତ ପ୍ରତିଦ୍ୱନ୍ଦିତା ନାହିଁ । ମୋର ରାଜନୈତିକ କ୍ୟାରିୟର ୧୭ ବର୍ଷର ।

ଯାହା ପରିବର୍ତ୍ତନ ଆଣିବାର ଥିଲା ଯାହା ଲୋକଙ୍କ ଜୀବନକୁ ଆହୁରି ସୁନ୍ଦର କରିବାରଥିଲା ତାହା ହେଉଛି ମୋର ଧର୍ମ । କେବଳ ଏତିକି ନୁହେଁ ବରଂ ମୁଁ ହାଇକମାଣ୍ଡଙ୍କୁ ଭ୍ରମିତ କରୁଛି ନା କରିବାକୁ ଦେବି । ହେଲେ ପଞ୍ଜାବ ଜନତାଙ୍କ ହିତ ପାଇଁ ମୁଁ ସବୁ ପ୍ରକାର ବଳିଦାନ ଦେଇ ପାରିବି । ଏଥିପାଇଁ ମୋତେ ଚିନ୍ତା କରିବାର ଆବଶ୍ୟକତା ନାହିଁ ବୋଲି ନବଜୋତ ସିଂହ ସିଦ୍ଧୁ ଇସ୍ତଫା ଦେବା ପରେ ଏକ ଭିଡିଓ ଜାରି କରି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍