Masthead

ଖୁବଶୀଘ୍ର ସ୍କୁଲରେ ଆରମ୍ଭ ହେବ ପିଏମ-ପୋଷଣ ଯୋଜନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ରସରକାର କ୍ୟାବିନେଟରେ ବଡ଼ ଘୋଷଣା କରିଛନ୍ତି । ତେବେ ସାରା ଦେଶରେ ୧୧.୨ ଲକ୍ଷରୁ ଅଧିକ ସରକାରୀ ଓ ସରକାରୀ ସହାୟତା ସ୍କୁଲରେ ମିଡ଼ ଡେ ମିଲ ପାଇଁ ପିଏମ ପୋଷଣ ଯୋଜନା ଆରମ୍ଭ କରିବାକୁ ମଞ୍ଜୁରୀ ମିଳିଛି । ଏହି ଯୋଜନା ୫ ବର୍ଷ ଚାଲିବ ବୋଲି ସୂଚନା ମିଳିଛି ।

ଏଥିରେ ୧.୩୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ । ଅନ୍ୟପଟେ ଯେଉଁ ମିଡ ଡେ ମିଲ ଯୋଜନା ଚାଲିଛି ତାହା ପିଏମ ପୋଷଣ ଯୋଜନା ସହ ମିଶିଯିବ । ପୂର୍ବାପେକ୍ଷା ଏହାକୁ ଆହୁରି ଭଲ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟରୁ ମିଳିଥିବା ନିଷ୍ପତ୍ତିର ସୂଚନା ଦେଇ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ