Masthead

ପ୍ରକାଶ ପାଇଲା OJEE ରେଜଲ୍ଟ

ଭୁବନେଶ୍ୱପର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଙଔଋଋ ରେଜଲ୍‌ଟ। ଏଥିରେ ୪୯,୨୭୯ ଜଣଙ୍କୁ ରାଙ୍କ ମିଳିଛି। କୋଭିଡ୍‌ ଭିତରେ ହୋଇଥିବା ୪୯,୩୬୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୯,୨୭୯ ଜଣଙ୍କୁ ରାଙ୍କ ପାଇଛନ୍ତି। ବି-ଟେକରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବା ବେଳେ ବି.ଫାର୍ମା- ଲକ୍ଷ୍ମୀପ୍ରିୟା ସେନାପତି, MBAରେ ଆଶୁତୋଷ ରଥ ଟପ୍ପର ହୋଇଛନ୍ତି। ସେହିପରି ଗଉଇରେ ନିଶିକାନ୍ତ ପରିଡ଼ା, ଏମ.ଫାର୍ମାରେ କେ.ସଞ୍ଜନା ସୁବୁଦ୍ଧି ଟପ୍ପର ହୋଇଛନ୍ତି। www.ojee.nic.inରେ ପରୀକ୍ଷାର୍ଥୀ ରାଙ୍କ କାର୍ଡ ପାଇପାରିବେ ବୋଲି ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି