Masthead

ଭୋଟ ଦେଲେ ଆଶ୍ରିତ ପଟ୍ଟନାୟକ

ପିପିଲି (ବଡ଼ ଖବର ବ୍ୟୁରୋ): ଆଜି ପିପିଲି ଉପନିର୍ବାଚନ । ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ୧୦ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଣ୍ଣୟ କରିବେ ୨ଲକ୍ଷରୁ ଅଧିକ ଭୋଟର। ସେପଟେ ଭୋଟ ଦେଇଛନ୍ତି ପିପିଲି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ।

୨୩୪ ନମ୍ବର ବୁଥର କମାକନ୍ତିଆ ସରକାରୀ ଉଚ୍ଚବିଦ୍ୟାଳୟର ମତଦାନ କେନ୍ଦ୍ରରେ ସେ ଭୋଟ୍ ଦେଇଛନ୍ତି । ସମର୍ଥକଙ୍କ ସହ ଯାଇ ମତଦାନ କେନ୍ଦ୍ରରେ ପହଂଚିଥିଲେ । ଭୋଟ୍ ଦେବାକୁ ହ୍ୱିଲ୍ ଚେୟାରରେ ଯାଇଥିବା ଜଣେ ବୃଦ୍ଧାଙ୍କୁ ଭୋଟ ଗ୍ରହଣ କେନ୍ଦ୍ର ପର୍ଯ୍ୟନ୍ତ ନେଇ ଯାଇଥିଲେ ଆଶ୍ରିତ । ଭୋଟ୍ ଦେବାକୁ ଆସିବା ପୂର୍ବରୁ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ