Masthead

ବିପଦ ସଂକେତ ଉପରେ ଜଳକା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବିପଦ ସଂକେତ ଉପରେ ଜଳକା । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ର ଜଳସ୍ତର । ବସ୍ତା ମଥାନୀ ଠାରେ ବିପଦ ସଂକେତ ୫.୫ ୦ ମିଟର ଥିବା ବେଳେ ସକାଳା ୮ ଟା ସୁଧା ଜଳସ୍ତର ବୃଦ୍ଧି ପାଇ ୫,୭୭ ମିଟର କୁ ଛୁଇଁ ପ୍ରବାହିତ ହେଉଛି ଜଳସ୍ତର । ଲଘୁଚାପ ଜନିତ ଲଗାଣ ବର୍ଷା ଏବଂ ଜଳକା ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ସୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବଢିବାରେ ଲାଗିଛି । ପାଣିପାଗ ବିଭାଗ କହିବା ଅନୁଯାୟୀ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ଯଦି ଅଧିକ ବର୍ଷା ହୁଏ ବସ୍ତା ଏବଂ ସଦର ବ୍ଲକ ପାଖାପାଖି ୧୨ ପଞ୍ଚାୟତ ରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି