Masthead

ଜନନୀ ଯନ୍ତ୍ରଣା, ଭାରରେ ବୁହାହେଲେ ଗର୍ଭବତୀ

ଚିତ୍ରକୋଣ୍ଡା (ବଡ଼ ଖବର ବ୍ୟୁରୋ): ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ । ହୋଇପାରୁନି ଉପାନ୍ତ ଅଂଚଳର ବିକାଶ । ପୁଣି କାଉଡ଼ିରେ ବୁହାହେଲେ ଗର୍ଭବତୀ । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଂଚଳର ବିକାଶ କଥା ସରକାର ଡିଣ୍ଡିମ ପିଟୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ପୁରା ଅଲଗା । ସ୍ୱାଭିମାନ ଅଞ୍ଚଳରେ ଥିବା ଖଜୁରୀଗୁଡାର ସବେନ ପାଙ୍ଗି ଗର୍ଭବତୀ ଥିବା ଯଗୁଁ ତାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର କୁ ଆଣିବା ପାଇଁ ଆମ୍ବୁଲାନ୍ସ କୁ ଫୋନ କରାଯାଇଥିଲା।

କିନ୍ତୁ ଆମ୍ବୁଲାନ୍ସ ଟି ରୁମା ପର୍ଯ୍ୟନ୍ତ ଯାଇ ଅଟକି ଯାଇଥିଲା । କିନ୍ତୁ ରୁମା ଠାରୁ ଖଜୁରୀଗୁଡା କୁ ଯିବା ରାସ୍ତା ଖରାପ ଥିବାରୁ ଦୀର୍ଘ ୧୦ କିଲୋମିଟର ସେହି ଗର୍ଭବତୀ ମହିଳାଙ୍କୁ ବୋହିବାକୁ ପଡିଥିଲା। ଏଠି ସ୍ପଷ୍ଟ ଅନୁମାନ କରା ଯାଉଛି ଯେ ସ୍ୱାଭିମାନ ଅଞ୍ଚଳ କେତେ ବିକଶିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି