ଓଡ଼ିଶା ହାଇକୋର୍ଟରେ ୪ ନୂଆ ବିଚାରପତି

କଟକ(ବଡ଼ ଖବର ବ୍ୟୁରୋ):  ଓଡ଼ଶା ହାଇକୋର୍ଟ ପାଇଁ ୪ ଜଣ ନୂଆ ବିଚାରପତି ନିଯୁକ୍ତି ହୋଇଛନ୍ତି । ତେବେ ଦୁଇ ଜଣ ଆଡଭୋକେଟ ଓ ଦୁଇ ଜଣ ଜୁଡିସିଆଲ ଅଫିସରଙ୍କୁ ନିଯୁକ୍ତି ମିଳିବା ନେଇ ସୂଚନା ମିଳିଛି । ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ରଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଛି ।

ସୂଚନା ଅନୁଯାୟୀ ଆଦିତ୍ୟ କୁମାର ମହାପାତ୍ର ଓ ମୃଗାଙ୍କ ଶେଖର ସାହୁଙ୍କୁ ଆଡଭୋକେଟରୁ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ବେଳେ ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ଜୁଡିସିଆଲ ଅଫିସରରୁ ଏହି ପଦକୁ ଉନ୍ନିତ ହୋଇଛନ୍ତି । ଏ ନେଇ ଗତକାଲି ସୁପ୍ରିମକୋର୍ଟ କଲେଜିୟମର ଏକ ବୈଠକ ବସିଥିଲା । ବୈଠକରେ ଏହି ୪ ଜଣଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ଦେବାକୁ ମଞ୍ଜୁରୀ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ