Masthead

ଆତଙ୍କବାଦୀ ଆକ୍ରମଣ, ଦୁଇ ଯବାନ ସହିଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ସୋମବାର ଜାମୁକାଶ୍ମୀର ପାମ୍ପୈର ଉପକଣ୍ଠରେ ଥିବା କାଙ୍ଗନ ବାଇପାସରେ ସିଆରପିଏଫର ୧୧୦ ବାଟାଲିୟନ ଉପରେ ଆତଙ୍କବାଦୀ ମାନେ ଆକ୍ରମଣ କରିଛନ୍ତି । ସିଆରପିଏଫର ରୋଡ ଓପନିଂ ପାର୍ଟି ଉପରେ ହୋଇଛି ଏହି ଆକ୍ରମଣ । ଏଥିରେ ପାଞ୍ଚ ଜଣ ଯବାନ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ।
ସେପ୍ଟମ୍ବର ୨୯ରେ ଅନନ୍ତନାଗ ଜିଲ୍ଲାର ମାର୍ମା ବିଜବିହାରା ଅଞ୍ଚଳରେ ଆତଙ୍କବାଦୀ ମାନେ ସେନାର ପେଟ୍ରୋଲିଂ ପାର୍ଟିକୁ ଟାର୍ଗେଟ କରିଥିଲେ । ଉଭୟ ପକ୍ଷ ମଧ୍ୟରେ ହୋଇଥିଲା ଗୁଳି ବିନିମୟ । ଛତ୍ର ଭଙ୍ଗ ଦେଇଥିଲେ ଆତଙ୍କବାଦୀ । ଏହି ଘଟଣା ପୂର୍ବରୁ ମାରହମାରେ ସେନାର ଏନକାଉଣ୍ଟରରେ ଦୁଇ ମହିଳା ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ