Masthead

ପୁଣି ଠାବ ହେଲା ନକଲି ଘିଅ

କଟକ (ବଡ଼ ଖବର ବ୍ୟୁରୋ): ନକଲି ଘିଅକୁ ପୋଲିସ ନଷ୍ଟ କଲା ପୋଲିସ । କଟକ ସହରରୁ ଜବତ ହୋଇଥିବା ନକଲି ଘିଅକୁ କଟକ କମିଶନରେଟ ପୋଲିସ ଆଜି ନକଲି ଘିଅକୁ ନଷ୍ଟ କରିଛି । ନଷ୍ଟ କରାଯାଇ ଥିବା ଘିଅର ଆନୁମାନିକ ମୂଲ୍ୟ ୪ ଲକ୍ଷ୍ୟ ଟଙ୍କା ହେବ । ଶିଖର ପୁର ଅଞ୍ଚଳରେ ଗାତଖୋଳି ଏହି ଘିଅ ଗୁଡିକୁ ପୋତି ଦିଆଯାଇଛି ।

ପ୍ରାୟ ୮ ମାସ ତଳେ ଚଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ନକଲି ଘିଅ କାରଖାନା ଠାବ ହୋଇଥିଲା । ଏହି ମାମଲାରେ ପୋଲିସ ୪ ଜଣ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରିଥିଲା ।ତେବେ ନକଲି ତଥା ଅପମିଶ୍ରିତ ଘିଅ କୁ ନଷ୍ଟ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଯାହାକି ଆଜି କମିଶନରେଟ ପୋଲିସ ନଷ୍ଟ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ