Masthead

ହକି ଛାଡିଲେ ରୂପିନ୍ଦର ପାଲ ସିଂହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ) :  ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ରୂପିନ୍ଦର ପାଲ ସିଂହ ଅନ୍ତର୍ଜାତୀୟ ହକିରୁ ଅବସର ନେଇ ଘୋଷଣା କରିଛନ୍ତି । ୩୦ ବର୍ଷୀୟ ରୂପିନ୍ଦର ନିଜର ୧୩ ବର୍ଷର କ୍ୟାରିଅରରେ ୨୨୩ଟି ମ୍ୟାଚ ଖେଳିଛନ୍ତି । ତେବେ ରୂପିନ୍ଦର ସୋଶିଆଲ ମିଡିଆରେ ନିଜର ଅବସର ନେଇ ସୂଚନା ଦେଇଛନ୍ତି । ଯୁବ ଖେଳାଳୀଙ୍କୁ ସୁଯୋଗ ଦେବା ପାଇଁ ସେ ଏଭଳି ନିଷ୍ପତି ନେଇଛନ୍ତି ବୋଲି କହିଛନ୍ତି ।

ସେ କହିଛନ୍ତି, ମୋ ମତରେ ଏବେ ଯୁବ ଓ ପ୍ରତିଭାଶାଳୀ ଖେଳାଳିଙ୍କୁ ସୁଯୋଗ ମିଳିବା ଦରକାର । ସେ ଆହୁରି କହିଛନ୍ତି, ଭାରତ ପକ୍ଷରୁ ୨୨୩ ମ୍ୟାଚରେ ପ୍ରତିନିଧିତ୍ୱ କରିଥିବାରୁ ନିଜକୁ ସମ୍ମାନିତ ମନେ କରୁଛି । ଟୋକିଓ ଅଲିମ୍ପିକ୍ସରେ ଆମର ସମସ୍ତଙ୍କ ସ୍ୱପ୍ନ ପୂରଣ ହୋଇଛି । ବିଶ୍ୱ ହକିରେ ଏତେ ପ୍ରତିଭାଶାଳୀ ଖେଳାଳିଙ୍କ ସହ ଖେଳିବା ମୋ ପାଇଁ ସବୁଠୁ ବଡ ମୁହୂର୍ତ୍ତ ଥିଲା । ତେବେ ଆଗାମୀ ଦିନରେ ଦଳ ଆହୁରି ଉନ୍ନତି କରୁ ମୁଁ ଶୁଭକାମନା ଜଣାଉଛି ବୋଲି ରୂପିନ୍ଦର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’