Masthead

ସିବିଲଙ୍କ ସପକ୍ଷରେ ବାହାରିଲା ଜି-୨୩

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସ ଦଳରେ ଦିନକୁ ଦିନ ବିବାଦ ବଢିବାରେ ଲାଗୁଛି । ଏନେଇ କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ଗାନ୍ଧୀ ପରିବାରଙ୍କୁ କଡ଼ା ସମାଲୋଚନା ମଧ୍ୟ କରିଥିଲେ । ଏହା ପରେ ଦଳୀୟକର୍ମୀମାନେ ସିବଲଙ୍କ ଘର ଉପରେ ଟମାଟର ମାଡ଼ ମାରିବା ସହ କାର ଭଙ୍ଗାରୁଜା କରିଥିଲେ । ଏପରିକି ଯୁବ କଂଗ୍ରେସକର୍ମୀମାନେ ଦଳ ଛାଡ଼ି ଚାଲିଯାଅ ଓ ରାହୁଲ ଗାନ୍ଧୀ ଜିନ୍ଦାବାଦ ଭଳି ସ୍ଲୋଗାନ ଦେଇଥିଲେ ।

ଏହା ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲଙ୍କ ଘର ଉପରେ ହୋଇଥିବା ଆକ୍ରମଣକୁ ଜି-୨୩ର ସଦସ୍ୟ କଡ଼ା ନିନ୍ଦା କରିଛନ୍ତି । ଏହା ସହ ଏଥିରେ ସମ୍ପୃକ୍ତ ଥିବା ଲୋକଙ୍କ ବିରୋଧରେ ଦଳର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଠାରୁ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ବିଶେଷକରି ଏହି ଘଟଣା ବିରୋଧରେ ଗୁଲାମ ନବୀ ଆଜାଦ ଏବଂ ଆନନ୍ଦ ଶର୍ମା ସୋନିଆ ଗାନ୍ଧିଙ୍କୁ କଡ଼ା ସମାଲୋଚନା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ