Masthead

ଟ୍ୱିନ୍ ସିଟିରେ ରାତି ୮ରୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସିଲା ଅକ୍ଟୋବର ମାସର ଗାଇଡଲାଇନ୍ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଛନ୍ତି ଏହି ଗାଇଡଲାଇନ୍। କଟକ ଭୁବନେଶ୍ୱର ପାଇଁ କଟକଣା କଡ଼ାକଡ଼ି କରାଯାଇଛି । ଟ୍ୱିନ୍ ସିଟିରେ ଲାଗୁ ହେବ ପୂର୍ବପରି ନାଇଟ କର୍ଫ୍ୟୁ । କଟକ ଓ ଭୁବନେଶ୍ୱରରେ ୧୧ ତାରିଖଠାରୁ ୨୦ ଯାଏ ରାତି ୮ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ରହିବ । ନାଇଟ୍ କର୍ଫ୍ୟୁ ସମୟରେ ବନ୍ଦ ରହିବ ଦୋକାନ ବଜାର ।

କିନ୍ତୁ ଏହି ସମୟରେ ଅତ୍ୟାବଶ୍ୟକ ସେବା ଜାରି ରହିବ । ସେହିପରି ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ସମସ୍ତ ପୌରାଞ୍ଚଳରେ ଅକ୍ଟୋବର ମାସ ସାରା ରାତି ୧୦ଟାରୁ ସକାଳ ୫ଟା ଯାଏ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏହି ନିର୍ଦ୍ଦେଶାବଳୀ ଗତକାଲିଠାରୁ ଆରମ୍ଭ ହୋଇ ନଭେମ୍ବର ୧ ତାରିଖ ଯାଏ ବଳବତ୍ତର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି