Masthead

ଆଜିଠୁ ନୂଆ ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ନୂଆ ଗାଇଡଲାଇନ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଛନ୍ତି ଏହି ଗାଇଡଲାଇନ୍। କଟକ ଭୁବନେଶ୍ୱର ପାଇଁ କଟକଣା କଡ଼ାକଡ଼ି କରାଯାଇଛି । ଟ୍ୱିନ୍ ସିଟିରେ ଲାଗୁ ହେବ ପୂର୍ବପରି ନାଇଟ କର୍ଫ୍ୟୁ । କଟକ ଓ ଭୁବନେଶ୍ୱରରେ ୧୧ ତାରିଖଠାରୁ ୨୦ ଯାଏଁ ରାତି ୮ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ରହିବ। ନାଇଟ୍ କର୍ଫ୍ୟୁ ସମୟରେ ବନ୍ଦ ରହିବ ଦୋକାନ ବଜାର ।

କିନ୍ତୁ ଏହି ସମୟରେ ଅତ୍ୟାବଶ୍ୟକ ସେବା ଜାରି ରହିବ । ସେହିପରି ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ସମସ୍ତ ପୌରାଞ୍ଚଳରେ ଅକ୍ଟୋବର ମାସ ସାରା ରାତି ୧୦ଟାରୁ ସକାଳ ୫ଟା ଯାଏଁ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏହି ନିର୍ଦ୍ଦେଶାବଳୀ ଆଜିଠୁ ଆରମ୍ଭ ହୋଇ ନଭେମ୍ବର ୧ ତାରିଖ ଯାଏଁ ବଳବତ୍ତର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା